ଓଡ଼ିଶାରେ ରହିବ କି ନାହିଁ ସେନେଇ ପୂର୍ବାନୁମାନ କରିନି ପାଣିପାଗ ବିଭାଗ
ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଦକ୍ଷିଣ ବଙ୍ଗୋପସାଗର ମଧ୍ୟ ଭାଗରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଆସନ୍ତକାଲି ଯାଏଁ ଉତ୍ତରପଶ୍ଚିମ ଦିଗରେ ଗତି କରିବ । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରୁ ପରବର୍ତ୍ତୀ ୪୮ ଘଣ୍ଟା ଯାଏଁ ସାମାନ୍ୟ ଉତ୍ତର ଆଡକୁ ଗତି କରିବା ସମ୍ଭାବନା ରହିଛି । ତେବେ ଏହାର ପ୍ରଭାବ ଓଡ଼ିଶାରେ ରହିବ କି ନାହିଁ ସେନେଇ ପୂର୍ବାନୁମାନ କରିନି ପାଣିପାଗ ବିଭାଗ ।
ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରୁ ପରବର୍ତ୍ତୀ ୪୮ ଘଣ୍ଟା ଯାଏଁ ସାମାନ୍ୟ ଉତ୍ତର ଆଡକୁ ଗତି କରିବା ସମ୍ଭାବନା ରହିଛି । ତେବେ ଏହାର ପ୍ରଭାବ ଓଡ଼ିଶାରେ ରହିବ କି ନାହିଁ ସେନେଇ ପୂର୍ବାନୁମାନ କରିନି ପାଣିପାଗ ବିଭାଗ ।