ଆଜି ପାଇଁ ୧୭ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି
ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ତା ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହା ଆସନ୍ତାକାଲି ସୁଦ୍ଧା ଲଘୁଚାପର ରୂପ ନେବା ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟରେ ବଢିବ ବର୍ଷାର ପରିମାଣ । ତିନି ଦିନ ଯାଏଁ ବର୍ଷା ସମ୍ଭାବନା ରହିଛି ।
ଆଜି ପାଇଁ 17 ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତାକାଲି ଦକ୍ଷିଣ ଓଡ଼ିଶାକୁ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ୨୬ ତାରିଖ ପରେ ପାଗରେ ପୁଣି ପରିବର୍ତ୍ତନ ହେବାର ସମ୍ଭାବନା ରହିଛି। ଆସନ୍ତା ୨୩ ତାରିଖରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ରାଜ୍ୟରୁ ପ୍ରତ୍ୟାବର୍ତ୍ତନ କରୁଥିବା ପାଣିପାଗ ବିଭାଗ ସୂଚନା ଦେଇଛି ।
Related posts:
କଟକ ବାଲିଯାତ୍ରାକୁ ମିଳିଲା ‘ଜାତୀୟ ମାନ୍ୟତା’February 6, 2025
୪ ଲକ୍ଷ ଟଙ୍କା ଲେଖାଏ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀFebruary 6, 2025
ଆକ୍ସନ ମୋଡରେ ସିଏମଓFebruary 6, 2025
ଟିକେଟ ପାଇଁ ଦଳାଚକଟା, ବାରବାଟୀ କ୍ରିକେଟ ଫିଭରFebruary 5, 2025
ଭିଜିଲାନ୍ସ ପଞ୍ଝାରେ ଜଳସମ୍ପଦ ଅଧିକାରୀFebruary 5, 2025
ଏସ୍ସିବିରେ ହେବ ବୃହତ୍ ଟ୍ରମା ସେଣ୍ଟରFebruary 4, 2025